ଅଧିକ ପଢନ୍ତୁ ଓଡିଶା ଖବର
ତାଙ୍କ ନିଜ ଘର ବିସମକଟକ ବିଧାନସଭା ମଣ୍ଡଳୀ ଅନ୍ତର୍ଗତ କଲ୍ୟାଣସିଙ୍ଗପୁରୁ ବ୍ଲକ । ୧୯୩୭ ମସିହାରେ ସେ ଜନ୍ମ ଗ୍ରହଣ କରିଥିଲେ ଏବଂ ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି।
ରାୟଗଡା : ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲ୍ଲକାଙ୍କ ଭୁବନେଶ୍ବର କେୟାର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟ । ଅସୁସ୍ଥତା କାରଣରୁ ସେ ଦୀର୍ଘ ଦିନ ହେବ ଚିକିତ୍ସିତ ହେଉଥିଲେ। କଂଗ୍ରେସ ସରକାର ସମୟରେ ସେ ୫ ଥର ବିଧାୟକ ଏବଂ ୩ ଥର ମନ୍ତ୍ରୀ ଥିଲେ ।
ଅଧିକ ପଢନ୍ତୁ ଓଡିଶା ଖବର
ତାଙ୍କ ନିଜ ଘର ବିସମକଟକ ବିଧାନସଭା ମଣ୍ଡଳୀ ଅନ୍ତର୍ଗତ କଲ୍ୟାଣସିଙ୍ଗପୁରୁ ବ୍ଲକ । ୧୯୩୭ ମସିହାରେ ସେ ଜନ୍ମ ଗ୍ରହଣ କରିଥିଲେ ଏବଂ ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି।
ଅର୍ଗସ ବ୍ୟୁରୋ: ମା'ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରହା ଖାନ। ଶୁକ୍ରବାର ତାଙ୍କ ମା' ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ବର୍ଷ ହୋଇଥିଲା। ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ।
ଏବେ ତାଙ୍କ ନିଧନକୁ ନେଇ ଫାରହା ଏବଂ ତାଙ୍କ ଭାଇ ସାଜିଦ ଖାନ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ଫାରହା ଏକ ପୋଷ୍ଟରେ ଲେଖିଛନ୍ତି ମୁଁ ମୋ ମା'ଙ୍କୁ ବହୁତ ଭଲ ପାଏ। ତୁମ କଥା ସବୁବେଳେ ମନେପଡ଼ିବ।
ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର