ଅଧିକ ପଢନ୍ତୁ : ବିକାଶ ଫାଉଣ୍ଡେସନ ପକ୍ଷରୁ ସ୍ୱାସ୍ଥ୍ୟ ସେବା ଶିବିର
ଡାକ୍ତର ମାନେ ଲୋକମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଆବଶ୍ୟକ ଔଷଧ ମାଗଣାରେ ଯୋଗାଇ ଦେଉଥିବା ଜଣାପଡିଛି। ତେବେ ଏହି ସ୍ୱାସ୍ଥ୍ୟ ସେବା ଶିବିର ରେ ବହୁ ଲୋକମାନେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରି ମାଗଣାରେ ଔଷଧ ନେଉଛନ୍ତି।ଯାହାକୁ ନେଇ ହିନ୍ଦୋଳ ଏନ୍ ଏ ସି ବାସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ର ଅଧକ୍ଷା ମୃଦୁଳା ଠାକୁର ଙ୍କୁ ଧନ୍ୟବାଦ ଦେଇଥିବା ଦେଖିବାକୁ ମିଳିଛି।