ଏହି ସପ୍ତାହରେ ହିଂସାକାଣ୍ଡ ଘଟିବାର ଆଶଙ୍କା ରହିଥିବାରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଏସଏଫ୍, ଏସ୍.ଓ.ଜି. ଓ ଡିବିଏଫ ପକ୍ଷରୁ କୁମ୍ବିଂ ଅପରେସନ ଜୋରଦାର କରାଯାଇଛି। ଛତିଶଗଡ ଓଡିଶା ସୀମାନ୍ତବର୍ତୀ ଓ ଚିତ୍ରକୋଣ୍ଡା ବ୍ଲକର ସ୍ୱାଭିମାନ ଅଂଚଳରେ ଏହି ଦିବସରେ ମାଓବାଦୀଙ୍କ ସମ୍ଭାବ୍ୟ ହିଂସାକାଣ୍ଡକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।
ଓଡିଶା ଖବର ଆହୁରି ପଢନ୍ତୁ