ଏଥିସହ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିସିଦା, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ୟୁରୋପୀୟ ସଂଘ ସଭାପତି ଚାର୍ଲସ ମିସେଲ ଓ ସ୍ପେନ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ବିଶ୍ବ ନେତାମାନଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଅର୍ଗସ ବ୍ୟୁରୋ : ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବାରୁ ବିଶ୍ବ ନେତାମାନଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି । ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବାରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋଁଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୋଦି ।
Download Argus News App
