କଣ୍ଟିପାଳ ଗାଁର ଅନେକ ହିତାଧିକାରୀ ଆବାସ ଯୋଜନାରୁ ବଞ୍ଚିତ। ପ୍ରଥମେ ହୋଇଥିବା ସର୍ଭେ ତାଲିକାରେ ନାମ ଥିଲା । କିନ୍ତୁ ପରବର୍ତୀ ସମୟରେ ସେମାନଙ୍କ ନାମ ତାଲିକାରୁ ବାଦ୍ ଦିଆଗଲା । ଜାଣିଶୁଣି ସେମାନଙ୍କୁ ଆବାସ ଯୋଜନାରୁ ବଞ୍ଚିତ କରାଯାଉଛି ବୋଲି ଭାଗବତ ବେହେରା ଅଭିଯୋଗ କରିଛନ୍ତି । ଅନ୍ୟ ପକ୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦେଇ ଦଳୀୟ ଭିତ୍ତିରେ ବିଜେଡି କର୍ମୀମାନଙ୍କୁ ଆବାସ ଦିଆଯାଇଛି। ତେଣୁ ଏହାର ସିବିଆଇ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେପି। ଗରିବଙ୍କୁ ବାସ ଯୋଗାଇ ଦେବା ପାଇଁ ସରକାର ଆରମ୍ଭ କରିଛନ୍ତି ଆବାସ ଯୋଜନା। ମାତ୍ର ଯୋଜନାରୁ ବାଦ ପଡୁଛନ୍ତି ପ୍ରକୃତ ହିତାଧିକାରୀ।
ଅଧିକ ପଢ଼ନ୍ତୁ ଓଡିଶା ଖବର: