ବେଆଇନ ଗୁଠୁଖା କାରଖାନା ଉପରେ ଚଢ଼ାଉ

ଅର୍ଗସ ବ୍ୟୁରୋ : ବେଆଇନ ଗୁଠୁଖା କାରଖାନା ଉପରେ ଚଢ଼ାଉ । ବ୍ରହ୍ମପୁର ଉପକଣ୍ଠ ଅଟୋନଗର ଅଞ୍ଚଳରୁ ବିପୁଳ ପରିମାଣର ଗୁଟଖା ଜବତ କରିଛି ଗୋଳନ୍ଥରା ଥାନା ପୁଲିସ । ଦିର୍ଘ ଦିନ ଧରି ବେଆଇନ୍ ଭାବେ ଚାଲିଥିବା ଏକ ବଡ ଧରଣର ନକଲି ଗୁଟଖା କାରଖାନା ଉପରେ ଗୋଳନ୍ଥରା ଥାନା ପୁଲିସ ଚଢାଉ କରିଥିଲା । ଏହି ଛଢ଼ାଉରେ ବିପୁଳ ପରିମାଣର ସାମଗ୍ରୀ ସହ ଅନେକ ସରଞ୍ଜାମ ମଧ୍ୟ ଜବତ କରିଥିବା ଜଣାପଡିଛି ।
ଅପରାଧ ଖବର ଆହୁରି ପଢ଼ନ୍ତୁ ।
Download Argus News App
