ଘଟଣା ସ୍ଥଳରେ କିଛି ସମୟ ପାଇଁ ଚାପା ଉତ୍ତେଜନା ଦେଖା ଦେଇଥିଲା । ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଂଚି ମୃତ ଦେହ ଗୁଡ଼ିକୁ ଉମରକୋଟ ମେଡିକାଲକୁ ନେଇଛନ୍ତି । ବର୍ତ୍ତମାନ ଘଟଣାସ୍ଥଳରେ ପରିସ୍ଥିତି ନିୟନ୍ତ୍ରଣରେ ରହିଛି । କ୍ଷତି ପୂରଣ ଦାବିରେ ଗ୍ରାମବାସୀ ଟାୟାର ଜାଳି ରାସ୍ତା ରୋକ୍ କରିଛନ୍ତି । ଉମରକୋଟ-ଜୟପୁର ଯାତାୟାତ ବାଧାପ୍ରାପ୍ତ ହୋଇଛି ।
ଆହୁରି ପଢନ୍ତୁ ଓଡିଶା ଖବର...