ଅନ୍ୟପଟେ ମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳି କରି ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତର ତଦାରଖ କରିବେ ଜଷ୍ଟିସ ଜେପି ଦାସ । ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେପି ଦାସ । ତଦନ୍ତ ପ୍ରକ୍ରିୟାରେ ସହଯୋଗ ପାଇଁ ପତ୍ର ଲେଖିଥିଲେ ରାଜ୍ୟ ସରକାର । ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଏନେଇ ପତ୍ର ଲେଖିଥିଲେ ରାଜ୍ୟ ସରକାର ।