ଅଧିକ ପଢନ୍ତୁ : ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତି ବଢ଼ିବ
ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍ଓ୍ବେଭ୍ ସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସଭିୟର ହିଟ୍ଓ୍ବେଭ ପାଇଁ ୨୩ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।