ପ୍ରଥମେ କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨ ତାରିଖଠାରୁ ଉପକୂଳ ଜିଲ୍ଲାଗୁଡ଼ିକ ସମେତ ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତୀ ସମୟରେ ବର୍ଷା ପରିମାଣ ବଢ଼ିବାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, କୋରାପୁଟ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।
ପାଣିପାଗ ଖବର ଆହୁରି ପଢ଼ନ୍ତୁ ।