ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
ପାଣିପାଗ ଖବର ଆହୁରି ପଢ଼ନ୍ତୁ । |