ଆସନ୍ତା ୨୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ । କିଛି ଦିନ ପୂର୍ବରୁ ଚିଟଫଣ୍ଡ ଦୁର୍ନୀତି ମାମଲାରେ ଚିଟଫଣ୍ଡ କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି ପାଇଁ କଟକ ସ୍ବତନ୍ତ୍ର ଚିଟଫଣ୍ଡ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ତେବେ ସ୍ବତନ୍ତ୍ର ଚିଟଫଣ୍ଡ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା ଶାରଳା ରିଅଲକନ ସଂସ୍ଥା ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।