ତେବେ ବ୍ୟକ୍ତିଗତ କାରଣରୁ ଦଳରେ ରହିବା ସମ୍ଭବ ନୁହେଁ ବୋଲି ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି ସୀମାରାଣୀ। ସୀମାରାଣୀଙ୍କ ବଦଳରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ସେ ବିଜେଡି ଛାଡିଛନ୍ତି।
ଅଧିକ ପଢ଼ନ୍ତୁ ରାଜନୀତି ଖବର
ଅର୍ଗସ ବ୍ୟୁରୋ: ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ଟିକେଟ ନ ମିଳିବାରୁ ସେ ଦଳ ଛାଡିଛନ୍ତି। ବିଜେଡି ସୁପ୍ରିମୋଙ୍କ ଲେଖିଥିବା ଇସ୍ତଫା ପତ୍ରରେ ସୀମାରାଣୀ ଲେଖିଛନ୍ତି, ୧୦ ବର୍ଷ ହେଲା ସେ ଲୋକଙ୍କର ସେବା କରିଆସୁଥିଲେ।
ତେବେ ବ୍ୟକ୍ତିଗତ କାରଣରୁ ଦଳରେ ରହିବା ସମ୍ଭବ ନୁହେଁ ବୋଲି ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି ସୀମାରାଣୀ। ସୀମାରାଣୀଙ୍କ ବଦଳରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ସେ ବିଜେଡି ଛାଡିଛନ୍ତି।
ଅଧିକ ପଢ଼ନ୍ତୁ ରାଜନୀତି ଖବର
ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।