Videos
|
Odisha

'ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା'

Ritu Das
Browse all articles by Ritu Das
·2 years ago
'ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା'

ଅର୍ଗସ ବ୍ୟୁରୋ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । 

ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। 

ସୂଚନା ଥାଉ କି, ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦାମ ରାଉତଙ୍କ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
i-am-heartbroken-and-heartbroken-after-hearing-the-news-of-demise-of-senior-leader-damodar-raut-said-dharmendra-pradhan | Argus News