ଧାରଣାରେ ବସିଲେ ଯୋଗ୍ୟ ହିତାଧିକାରୀ
ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ଦିନ ୧୦ଟା ୩୦ ଯାଏଁ ୧୪ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଆଜି ରାଜ୍ୟର ୧୪ ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ମାରିବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ରହିବାକୁ ସୂଚନା ଜାରି କରିଛି ।
ଦିନ ୧୦ଟା ୩୦ ଯାଏଁ 14ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । 14ଟି ଜିଲ୍ଲା - ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ନୟାଗଡ଼ ।
Download Argus News App
