କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି। ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଅଧିକ ପାଣିପାଗ ଖବର ପଢ଼ନ୍ତୁ
ଅର୍ଗସ ବ୍ୟୁରୋ: ଆଜି ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।