ଅଧିକ ପଢନ୍ତୁ ଓଡ଼ିଶା ଖବର
ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ବଲାଙ୍ଗିର, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଆଗାମୀ ୫ ଦିନ ଯାଏଁ ଦିନ ତାପମାତ୍ରାରେ ପରିବର୍ତ୍ତନର ସମ୍ଭାବନା ନାହିଁ । ଆଗାମୀ ୩ ରୁ ୪ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ । ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । କିଛି ସ୍ଥାନରେ ସ୍ବାଭାବିକ ଠାରୁ ତାପମାତ୍ରା ୩ ରୁ ୫ ଡିଗ୍ରୀ ଅଧିକ ରହିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।