ଓଡିଶା ଖବର ଆହୁରି ପଢନ୍ତୁ
ଭଦ୍ରକରେ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ

ଭଦ୍ରକ: ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଟାଉନ ହଲ ଠାରେ ପାଳିତ ହୋଇଯାଇଛି ବିଶ୍ୱ ଭିନ୍ନକ୍ଷମ ଦିବସ । ଏହି ଅବସରରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଛି । ଭଦ୍ରକ ଜିଲ୍ଲାପାଳ ପତାକା ଦେଖାଇ ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଜିଲ୍ଲାର ବିଭିନ୍ନ ସ୍କୁଲ , ସ୍ୱେଚ୍ଛାସେବୀ ସଂଗଠନ ସହ ବହୁ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଯୋଗ ଦେଇଛନ୍ତି । ସହିଦ ସ୍ମୃତି ଭବନ ଠାରେ ଏକ ସଭା ମଧ୍ୟ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ ମଧ୍ୟ କରିଛନ୍ତି ।
Download Argus News App
