ଅଧିକ ପଢନ୍ତୁ : ଓଡ଼ିଆରେ ଟ୍ୱିଇଟ୍ କରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୭ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି ।ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ କରୁଛନ୍ତି ଓଡ଼ିଶା ଦିବସ ।
ଅଧିକ ପଢନ୍ତୁ :ଓଡ଼ିଶାର ଜନସାଧାରଣଙ୍କୁ ‘ଉତ୍କଳ ଦିବସ’ର ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ