ଅଧିକ ପଢନ୍ତୁ :କାଳବୈଶାଖୀ ଉଡାଇ ନେଲା ଅଗ୍ନିଶମ ଗାଡି
ଆକାଶରୁ ପୁଳାପୁଳା କୁଆପଥର ପଡ଼ିବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବାରୁ ଏହି ଜିଲ୍ଲାଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ତେବେ ଆସନ୍ତାକାଲିଠା ରୁପ ଉତ୍ତର ପଶ୍ଚିମ ଭାରତ ଉପରେ ଆଉ ଏକ ପଶ୍ଚିମା ଝଡ଼ର ପ୍ରଭାବ ଅନୁଭୂତ ହେବ। ଏହାର ପ୍ରଭାବ ଓଡ଼ିଶା ଉପରେ ବି ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୪ ଦିନ ରାଜ୍ୟରେ ଠାଏ ଠାଏ କାଳବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୩ ଦିନରେ ୪ ଡିଗ୍ରି ପର୍ଯ୍ୟନ୍ତ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବ।
ଦେଖନ୍ତୁ ଭିଡିଓ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଆଣ୍ଠୁଏ ଲେଖାଏଁ ପାଣି