ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତି ଅନୁଯାଇ ପ୍ରତି ରବିବାର ସମେତ ବିଶେଷ ପର୍ବପର୍ବାଣି ଦିନମାନଙ୍କରେ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ନିଷ୍ପତି ମୁତାବକ ଚଳିତ ମାସରେ ପାଞ୍ଚଟି ରବିବାର ସମେତ ଆସନ୍ତାକାଲି ମହାଳୟା ଅମାବାସ୍ୟା, ୧୫ ତାରିଖ ଦଶହରା ଓ ୨୦ତାରିଖ ଦିନ ଗଜଲକ୍ଷ୍ମୀ ପୂଜା ପାଇଁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତାକାଲି ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର
Download Argus News App
