ଅଧିକ ପଢନ୍ତୁ ଓଡ଼ିଶା ଖବର
ବସରେ ୫୦ରୁ ୬୦ ଯାତ୍ରୀ ରହିଥିବା ବେଳେ ୪୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରୁ ୨୫ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଇଛି । କିଛି ଯାତ୍ରୀ ବସ ତଳେ ଚାପି ହୋଇ ରହିଥିବା ସୂଚନା । ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି ।