ଏନେଇ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରିବା ସହ ଆଜି ସକାଳେ ଧର୍ମଶାଳା ଥାନା ବଡ଼ ମଙ୍ଗଳପୁର ସ୍ଥିତ ତାଙ୍କ ଘରୁ ଉଠାଇ ଆଣି ଥାନାରେ ଅଟକ ରଖି ପଚରା ଉଚରା ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଧର୍ମଶାଳା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।
ଆହୁରି ପଢନ୍ତୁ ଓଡିଶା ଖବର...
ଯାଜପୁର: ଗିରଫ ହେଲେ ଯାଜପୁର ଜିଲ୍ଲା ଛାତ୍ର ବିଜେଡି ସଭାପତି ସୋମ୍ୟ ପ୍ରକାଶ ବିଶ୍ୱାଳ । ସୋସିଆଲ ମିଡିଆରେ ବିଧାୟକଙ୍କ ସମର୍ଥକଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଦେଇ ଗିରଫ ହୋଇଥିବା ସୂଚନା ରହିଛି । ସୋମ୍ୟ ସୋସିଆଲ ମିଡ଼ିଆରେ ବିଧାୟକଙ୍କ ସମର୍ଥକଙ୍କ ବିରୁଦ୍ଧରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା ।
ଏନେଇ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରିବା ସହ ଆଜି ସକାଳେ ଧର୍ମଶାଳା ଥାନା ବଡ଼ ମଙ୍ଗଳପୁର ସ୍ଥିତ ତାଙ୍କ ଘରୁ ଉଠାଇ ଆଣି ଥାନାରେ ଅଟକ ରଖି ପଚରା ଉଚରା ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଧର୍ମଶାଳା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।
ଆହୁରି ପଢନ୍ତୁ ଓଡିଶା ଖବର...
ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରରେ ବଡ଼ ଦୁର୍ଘଟଣା । ବଡ଼ଗାମରେ ସେନା ଗାଡ଼ି ଓଲଟି ପଡ଼ିବାରୁ 3 ଜଣ BSF ଯବାନ ସହିଦ ହେବା ସହ 32 ଯବାନ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ 6 ଗୁରୁତରଙ୍କ ସମେତ ସମସ୍ତ ଆହତଙ୍କୁ ସ୍ଥାନୀୟ ବଡ଼ଗାମ ହସପିଟାଲ ଏବଂ SDH ଖାନ ହସପିଟାଲରେ ଭର୍ତ୍ତି କରାଯାଇଛି ।
ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ସୁରକ୍ଷା ଦାୟିତ୍ବରେ ନିୟୋଜିତ ଥିଲେ ଯବାନ । ବଡ଼ଗାମର ବ୍ରେଲ୍ ୱାଟର ହେଲ ଅଞ୍ଚଳରେ 4 ଶହ ଫୁଟ ଖାଇକୁ ଖସି ପଡ଼ିଥିଲା ବସ । ଦୁର୍ଘଟଣାଗ୍ରସ୍ତ ବସରେ ମୋଟ 35 ଜଣ ଯବାନ ଥିଲେ ।
#WATCH | J&K: 32 BSF personnel injured and 3 lost their lives after their bus rolled down a hilly road and fell into a gorge in Brell Waterhail area of Central Kashmir's Budgam district. Driver of the bus also injured. The bus was engaged in election duty. https://t.co/NPccSx5xrZ pic.twitter.com/d4N60b6qxr — ANI (@ANI) September 20, 2024