ଯଶୀପୁର ବ୍ଲକ କାଳିଆଣି ଗାଁର ଭୀଷ୍ମ ଚରଣ ହେମ୍ବ୍ରମଙ୍କ ଠାରୁ ଜମିପଟ୍ଟା କରିଦେବାକୁ ନେଇ ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ। ପୂର୍ବରୁ ମଧ୍ୟ ଭୀଷ୍ମଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଇଥିବା କହିଛନ୍ତି ଭାର୍ଗବ, ଟଙ୍କା ଜବତ ପରେ ଭାର୍ଗବ କୁ ଗିରଫ କରିଛି ଭିଜିଲାନ୍ସ ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।