ଗଜପତି ମୋହନାରେ ସ୍ବାଧୀନତା ଦିବସ ପାଳିତ
କଳିଙ୍ଗ ହସ୍ପିଟାଲ୍କୁ ଝଟ୍କା, ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ପଡ଼ିଲା ବାଦ୍
ଭୁବନେଶ୍ୱର:କଳିଙ୍ଗ ହସ୍ପିଟାଲ ବିରୋଧରେ ସ୍ୱାସ୍ଥ୍ୟ ବିଭାଗର ଦୃଢ କାର୍ଯ୍ୟାନୁଷ୍ଠାନ । ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍ ପଡ଼ିଲା କଳିଙ୍ଗ ହସ୍ପିଟାଲ । ବିଧାୟକଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗରେ ତଦନ୍ତ ପାଇଁ ବିଧାସଭାରେ ରୁଲିଂ ଦେଇଥିଲେ ବାଚସ୍ପତି । ଗୃହର ତଦନ୍ତ କମିଟିକୁ ଉପସ୍ଥାପନ କରିଥିଲେ ମନ୍ତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ।
ଅନ୍ୟପଟେ ଘରୋଇ ହସ୍ପିଟାଲରେ ଶବ ବନ୍ଧକ ପଡ଼ିବା ଘଟଣାରେ ମଧ୍ୟ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । ଘଟଣାର ତଦନ୍ତ ପାଇଁ ୪ ଜଣିଆ ଟିମ ଗଠନ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ଏହି ଟିମରେ ଦୁଇ ଜଣ ଡାଇରେକ୍ଟର ଅଛନ୍ତି ଟିମ୍ରେ ଆଗକୁ ଯେପରି ଏପରି ଘଟଣାର ପୁନାରବୃତ୍ତି ନହୁଏ ସେଥିପ୍ରତି ଧ୍ୟାନ ଦିଆଯିବ ।
ଧସିଗଲା ମାଟି

ଅର୍ଗସ ବ୍ୟୁରୋ : ଯାଜପୁର ସୁକିନ୍ଦା କାଳିଆପାଣି ପଞ୍ଚାୟତ ଗୁରୁଜଙ୍ଗ ଅଞ୍ଚଳରେ ଥିବା ଫେକର ବେଦାନ୍ତ କ୍ରୋମାଇଟ ମାଇନ୍ସରୁ ଧସିଗଲା ମାଟି । ଫେକର କମ୍ପାନୀ ୧୯୯୨ ମସିହା ଠାରୁ ୨୫ ଏକର ଜମି ଲିଜ୍ ନେଇ ମାଇନ୍ସ ଖୋଲିଥିଲେ । ପରେ ଏହା ଏବେ ବେଦାନ୍ତକୁ ହସ୍ତାନ୍ତର କରିଛି ଫେକର । ମାତ୍ର ଫେକର ଅଧିନରେ ଚାଲୁଥିବା ବେଳେ ସେହି ମାଇନ୍ସଟି ଅଧିକ ଗଭୀରତା ଯୋଗୁଁ ୨୦୧୪ ମସିହାରେ ଭୁଷୁଡ
Download Argus News App
