ଗତ ୬ ତାରିଖରେ ଘଟିଥିଲା ଅଘଟଣ । ବାଣ ପ୍ରସ୍ତୁତି ବେଳେ ହୋଇଥିଲା ଭୟଙ୍କର ବିସ୍ଫୋରଣ । ବାଣ ଫୁଟି 4 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୪ ଜଣ ଗୁରୁତର ହୋଇଥିଲେ । ଗତ ୭ ତାରିଖରେ ଏସସିବି ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ଦୋଳଗୋବିନ୍ଦ ବେହେରାଙ୍କ ମୃତ୍ୟୁ ଘଟିଥିଲା । ଆଜି ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୬ କୁ ବୃଦ୍ଧି ପାଇଛି ।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ