ଏଣୁ ଏହି ୮ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଫଳରେ କୃତ୍ରିମ ବନ୍ୟା ସହ ତଳୁଆ ଅଞ୍ଚଳରେ ପାଣି ଜମି ରହିବା, ଭୂସ୍ଖଳନ, ମାଟି ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା, ନଦୀର ଜଳସ୍ତର ବୃଦ୍ଧି ଆଦି ସମସ୍ୟା ଉପୁଜିପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଏଥିସହ ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରିହୋଇଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର...