ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା #ଲଘୁଚାପ କ୍ଷେତ୍ର, ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର pic.twitter.com/kQJmZPBiON — Meteorological Centre, Bhubaneswar (@mcbbsr) September 8, 2022
ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ଦେଇଥିବା ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୫ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।