ଚଳିତ ଥର ଖାତା ଦେଖା ପାଇଁ 481 ଜଣ ମୁଖ୍ୟ ଏଗଜାମିନରଙ୍କ ସହ 900 ଜଣ ଡେପୁଟି ଏଗଜାମିନର , 8919 ଜଣ ସହକାରୀ ଏଗଜାମିନର, 930 ସ୍କୁଟିନାଇଜରଙ୍କୁ ବୋର୍ଡ ପକ୍ଷରୁ ନିୟୋଜିତ କରାଯାଇଥିବା ସୂଚନା ମିଳିଛି । 10 ରୁ 12 ଦିନ ପର୍ଯ୍ୟନ୍ତ ଖାତା ଦେଖା କାର୍ଯ୍ୟ ଜାରି ରହିବ । ପରେ ଅନଲାଇନରେ ମାର୍କ ଅପଲୋଡ଼ କରାଯିବ ବୋଲି ବୋର୍ଡ କତ୍ତୃପକ୍ଷ ସୂଚନା ଦେଇଛନ୍ତି ।
ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ। ଏହି ପ୍ରକ୍ରିୟାରେ ଦଶମ ଶ୍ରେଣୀ ସହିତ SOSC ଓ ମଧ୍ୟମା ପରୀକ୍ଷାର ଖାତା ମଧ୍ୟ ମୂଲ୍ୟାୟନ କରାଯିବ। ଏନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।
Download Argus News App
