Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
ଅସହ୍ୟ ହେଉଛି ତାତି, ୨୦ ଯାଏଁ ନିସ୍ତାର ନାହିଁ
ଅର୍ଗସ ବ୍ୟୁରୋ: ୨୦ ତାରିଖ ଯାଏ ତାତିରୁ ନାହିଁ ନିସ୍ତାର । ଆଗାମୀ ୫ ଦିନ ଆହୁରି ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆହୁରି ଜଳିବ ଓଡିଶା। ବଢିବ ଦିନ ତାପମାତ୍ରା। ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୭ରୁ ୨୦ ତାରିଖ ଯାଏ ଅନେକ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ। ଏହା ସହ କିଛି କିଛି ଜିଲାରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ଛୁଇଁପାରେ ନେଇ ଆକଳ
ସମ୍ବଲପୁରକୁ କୃଷି ଆଧାରିତ ଅର୍ଥନୀତି କରିବା ପାଇଁ ହେବ ବ୍ୟାପକ ଯୋଜନା - ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ସମ୍ବଲପୁରରେ କୃଷି ଆଧାରିତ ଅର୍ଥନୀତି ପାଇଁ ବ୍ୟାପକ ଯୋଜନା କରାଯିବ । ବିଶେଷ ଭାବରେ ଦେଶ ଦୁନିଆର ଆବଶ୍ୟକତାକୁ ଦୃଷ୍ଟିରେ ରଖି କୃଷି କ୍ଷେତ୍ରରେ ଏକ ବଡ ଯୋଜନା କରାଯିବ ବୋଲି ବୁଧବାର ସମ୍ବଲପୁରର ଠେମରା ଠାରେ ଶ୍ରୀ ରାମଚଣ୍ଡୀ ଦେବୀ ସେବା ସଂଗଠନ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ