ଅନ୍ୟପକ୍ଷରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ ଘଡ଼ଘଡି ସହ ସହ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।
ସେହିପରି କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ହେବାର ମଧ୍ୟ ସମ୍ଭାବନା ରହିଛି। ବିଶଷ କରି ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି।