ତାଙ୍କ ସହ ଯେଉଁ ଭଳି ଘଟଣା ଘଟିଛି, ଏହା ମୋତେ ବ୍ୟଥିତ କରିଛି । ଜନପ୍ରତିନିଧି ଭାବରେ ତାଙ୍କର କାର୍ଯ୍ୟ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।
ଓଡିଶା ଖବର ଆହୁରି ପଢ଼ନ୍ତୁ ।
ଘର
ଓଡ଼ିଶା
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ: ଧର୍ମ...
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ: ଧର୍ମେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ତାଙ୍କୁ ଗୁଳିମାଡ ପରେ ହସ୍ପିଟାଲରେ ସେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ବୋଲି ଟୁଇଟ୍ କରି ଶୋକ ବ୍ୟକ୍ତ କଲେ ଧର୍ମେନ୍ଦ୍ର ପ୍ରଧାନ ।
Download Argus News App
