ସମସ୍ତଙ୍କୁ ଟିକାକରଣ ଶୀଘ୍ର କରିବାକୁ ଏହା ହିଁ ସବୁଠୁ ଫଳପ୍ରଦ କରିବ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥି ସହିତ ଟିକାକରଣ ନିୟମରେ ଆବଶ୍ୟକୀୟ ପରିବର୍ତ୍ତନ ପାଇଁ ରାଜ୍ୟ ଗୁଡିକୁ କେନ୍ଦ୍ର ଅନୁମତି ଦେଉ ବୋଲି ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି।
ଟିକାକୁ ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ଵର: ଟିକାକୁ ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି। କେନ୍ଦ୍ର ଟିକା ସଂଗ୍ରହ କରି ରାଜ୍ୟ ଗୁଡିକୁ ଯୋଗାଇବାକୁ ଯୁକ୍ତି ପୁଣିଥରେ ଦୋହାରାଇଲେ ମୁଖ୍ୟମନ୍ତ୍ରୀ।
Download Argus News App
