ବିନା ମାସ୍କରେ ପାର୍କରେ ପ୍ରବେଶ ଉପରେ ରୋକ ଲଗାଯାଇଛି । ପାର୍କରେ ଦୁଇ ଜଣ ବ୍ୟକ୍ତିଙ୍କ ମଧ୍ୟରେ 6ଫୁଟ ଦୂରତା ବାଧ୍ୟତାମୂଳକ । ଗୁଟଖା ଓ ପାନ ଖାଇ ଅଥବା ଏଣେତେଣେ ଛେପ ପକାଇବା ମନା । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ବଳବତ୍ତର ରହିବ ଏହି କଟକଣା । ଏନେଇ ବିଏମସି କମିଶନର ସୂଚନା ଦେଇଛନ୍ତି ।
ବିନା ମାସ୍କରେ ପାର୍କରେ ପ୍ରବେଶ ମନା, ଗୁଟଖା ଓ ପାନ ଖାଇ ଛେପ ପକାଇବା ଉପରେ ଲାଗିଲା ରୋକ୍

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସିର ଆଉ ଏକ ବଡ଼ ପଦକ୍ଷେପ । ସ୍ମାର୍ଟସିଟିର ସମସ୍ତ ପାର୍କରେ ଲାଗିଲା କଟକଣା । ମୁକ୍ତ ବ୍ୟାୟାମ କେନ୍ଦ୍ର ଓ ପିଲାଙ୍କ ଖେଳଣା ସାମଗ୍ରୀ ବ୍ୟବହାର ଉପରେ ଲାଗିଲା ରୋକ । ସବୁ ପାର୍କରେ ବିଏମସି ପକ୍ଷରୁ ଲାଗିଲା ନୋଟିସ ।
ଧସିଗଲା ମାଟି

ଅର୍ଗସ ବ୍ୟୁରୋ : ଯାଜପୁର ସୁକିନ୍ଦା କାଳିଆପାଣି ପଞ୍ଚାୟତ ଗୁରୁଜଙ୍ଗ ଅଞ୍ଚଳରେ ଥିବା ଫେକର ବେଦାନ୍ତ କ୍ରୋମାଇଟ ମାଇନ୍ସରୁ ଧସିଗଲା ମାଟି । ଫେକର କମ୍ପାନୀ ୧୯୯୨ ମସିହା ଠାରୁ ୨୫ ଏକର ଜମି ଲିଜ୍ ନେଇ ମାଇନ୍ସ ଖୋଲିଥିଲେ । ପରେ ଏହା ଏବେ ବେଦାନ୍ତକୁ ହସ୍ତାନ୍ତର କରିଛି ଫେକର । ମାତ୍ର ଫେକର ଅଧିନରେ ଚାଲୁଥିବା ବେଳେ ସେହି ମାଇନ୍ସଟି ଅଧିକ ଗଭୀରତା ଯୋଗୁଁ ୨୦୧୪ ମସିହାରେ ଭୁଷୁଡ
Download Argus News App
