ଖୋର୍ଦ୍ଧା ରୋଡ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପିତ
ଭାରସାମ୍ୟ ହରାଇ ଗଛରେ ପିଟିହେଲା ଅଟୋ: ଜଣେ ମୃତ, ଜଣେ ଗୁରୁତର
ବଲାଙ୍ଗିର: ଭାରସାମ୍ୟ ହରାଇ ଗଛରେ ପିଟି ହେଲା ଅଟୋ। ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି।
ମୃତକଙ୍କ ପରିଚୟ ମିଳିପାରିନି। ସେହିପରି ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଟୋଟି ବଡ଼ମାଲ ଗୋଳାବାରୁଦ କାରଖାନା ନିକଟସ୍ଥ ଫପସି ଗାଁରୁ ଜଣେ ଯାତ୍ରୀଙ୍କୁ ନେଇ ଟିଟିଲାଗଡ଼ ଆସୁଥିବା ବେଳେ ଅପରାହ୍ନ ପ୍ରାୟ ୪ଟା ବେଳେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା ।
ମୋଦି ସରକାର ଆସିବା ପରେ ରାଜ୍ୟରେ ଗୃହ କମିଟିକୁ ରେଳ ଅନୁଦାନ ଦାବୀ ପାଇଁ ଦିଲ୍ଲୀ ଯିବାକୁ ପଡ଼ୁନାହିଁ

ଅର୍ଗସ ବ୍ୟୁରୋ : ମୋଦି ସରକାର ଆସିବା ପରେ ଓଡ଼ିଶା ବିଧାନସଭାରୁ ଗୃହ କମିଟିକୁ ରେଳ ଅନୁଦାନ ବଢ଼ାଇବା ଦାବୀ ପାଇଁ ଆଉ ଦିଲ୍ଲୀ ଯିବାକୁ ପଡ଼ୁନାହିଁ ବୋଲି ଗୁରୁବାର ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ର
Download Argus News App
