ଅଯୋଧ୍ୟା ରାମ ମନ୍ଦିର ପରିସରରେ ବାଲ୍ମିକୀ, ବଶିଷ୍ଠ ମନ୍ଦିର ହେବ
ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ

ଭୁବନେଶ୍ଵର : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ସନ୍ଧ୍ୟା ସାଢ଼େ ୫ରେ ଏହି ବୈଠକ ବସିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ମନ୍ତ୍ରୀମାନେ ସାମିଲ ହେବେ। ଆସନ୍ତାକାଲି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ।
Download Argus News App
