Be the first to know any news. You will get latest stories and video updates through the day. You can turn them off anytime.
ଅର୍ଗସ ବ୍ୟୁରୋ: ଅସୁସ୍ଥ ହେଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। କଗ୍ରେସର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ଅସୁସ୍ଥତା କାରଣରୁ ତାଙ୍କୁ ଭୁବନେଶ୍ଵର ସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର। ବର୍ତ୍ତମାନ ତାଙ୍କ ଚିକିତ୍ସା ଚାଲିଛି।