ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ୩ ଦଳର ଜୋରସୋରରେ ପ୍ରସ୍ତୁତି
ପେଟି ଭିତରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଭଦ୍ରକ: ପେଟି ଭିତରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଖେମକା ଛକ ପେଟ୍ରୋଲ ପମ୍ପ ନିକଟସ୍ଥ ଏକ ପଡିଆରେ । ଏକ ପେଟିରେ ପ୍ୟାକିଂ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି । ସକାଳୁ ସ୍ଥାନୀୟ ଅଞ୍ଚଳ ଅଧିବାସୀ ଗୋରୁ ଚରେଇବାକୁ ପଡିଆକୁ ଆସି ଏକ ପ୍ୟାକିଂ ପେଟି ଦେଖିବାକୁ ପାଇଥିଲେ। ପେଟି ଖୋଲି ଦେଖିବା ପରେ ସେଥିରେ ଏକ ନବଜାତ ଶିଶୁପୁତ୍ରର ମୃତଦେହ ଦେଖିଥିଲେ । ଏହି ଖବର ପ୍ରସାରିତ ହେବା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ ଜମିଛି । ଏହାସହ ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।
ମାର୍କେଟରୁ ଉଭାନ୍ ହେବ ୨୦୦୦ ଟଙ୍କିଆ ନୋଟ୍ !

ଅର୍ଗସ୍ ବ୍ୟୁରୋ : ୨୦୧୬ ନଭେମ୍ବର ୮ରେ ମୋଦି ସରକାର ଦେଶରେ ପ୍ରଚଳନ ହେଉଥିବା ହଜାରେ ଏବଂ ପାଞ୍ଚ ଶହ ଟଙ୍କିଆ ନୋଟକୁ ଅଚଳ କରିଦେଲେ। ତାହା ସ୍ଥାନରେ ବିତ୍ତୀୟ ବଜାରକୁ ଆସିଲା ନୂଆ ୨ହଜାର ଓ ୫ଶହ ଟଙ୍କିଆ ନୋଟ୍। ହେଲେ ୫ଶହ ଟଙ୍କିଆ ନୋଟ୍ ଯେଉଁଭଳି ଲୋକଙ୍କ ଚାହିଦା ମେଣ୍ଟାଇଲା, ସେଭଳି ଚାହିଦା ମେଣ୍ଟାଇଲାନି ୨ହଜାର ଟଙ୍କିଆ।
ରିଜର୍ଭ ବ୍ୟାଙ୍କର ତଥ୍ୟ କହୁଛି ଏଣିକ
Download Argus News App
