Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ରତ୍ନ ଭଣ୍ଡାର ପୂର୍ଣ୍ଣାଙ୍ଗ ମରାମତି ପରେ ହେବ ଗଣତିମଣତି
ଯୋଧପୁରରେ ଲିଜେଣ୍ଡସଙ୍କ ଜଲୱା, ବ୍ଲୁ ସିଟିରେ ଜୟ ଜୟ କାର
ଅର୍ଗସ ବ୍ୟୁରୋ: ବ୍ଲୁ ସିଟିରେ ଜୟ ଜୟ କାର। ପଠାନ ବ୍ରଦର୍ସଙ୍କ ସହ କୋଣାର୍କ ସୂୟାଜ୍ ଓଡିଶାକୁ ସପୋର୍ଟ କରିବାକୁ ବରଖୁତୁଲ୍ଲା ଖାନ ଷ୍ଟାଡିଅମରେ ପହଂଚିଥିଲେ ବହୁ ସଂଖ୍ୟାରେ ଫ୍ୟାନ। କେବଳ ଖାଲି ଯୋଧପୁର ନୁହଁ ବିକାନିର ଏବଂ ଜୈସଲମିରରୁ ବି ଆସିଥିଲେ ବହୁ ଦର୍ଶକ। ଫ୍ୟାନଙ୍କୁ ନିରାଶ ନକରି ଦମଦାର ପ୍ରଦର୍ଶନ ସହ ବିଜୟ ହାସଲ କରିଛି କୋଣାର୍କ ସୂୟାଜ୍ ଓଡିଶା। ଅଧିନାୟକ ଇରଫା
ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ
ଅର୍ଗସ ବ୍ୟୁରୋ: ଆମେରିକାରେ ଝଲସିଲା ଓଡ଼ିଆ ଅସ୍ମିତା । କୋଣାର୍କର ଦୃଶ୍ୟ, କୋଣାର୍କ ଚକ ସାଙ୍ଗକୁ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକାରେ ପ୍ରବାସୀ ଭାରତୀୟଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ନ୍ୟୁୟର୍କର ଲଙ୍ଗ୍ ଆଇଲାଣ୍ଡର ନସାଉ କଲେଜିୟମରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମର