ଖୋର୍ଦ୍ଧା ରୋଡ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପିତ
ମୟୂରଭଞ୍ଜରେ ଭୂମିକମ୍ପ, ଲୋକେ ଆତଙ୍କିତ
ଭୁବନେଶ୍ୱର: ଆଜି (ଶନିବାର) ସକାଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭୂ-କମ୍ପନ ଦେଖାଯାଇଛି । ସକାଳ ପ୍ରାୟ 6.30ରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର, ବିଶୋୟୀ, ବହଳଦା ଓ ଗୋରୁମହିଷାଣୀ ଆଦି ସ୍ଥାନରେ ମୃଦୁ ଭୂ-କମ୍ପନ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ପ୍ରାୟ ୪.୪ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳୁ ଅଳ୍ପ ଝଟ୍କା ଅନୁଭୂତ ହେବା ଫରେ ଲୋକମାନେ ଚିତ୍କାର କରି ଘରୁ ବାହାରକୁ ଦୌଡ଼ି ପଳାଇ ଆସିଥିଲେ । ତେବେ ଏହି ଘଟଣାରେ କାହାର କିଛି କ୍ଷତି ହୋଇନଥିବା ଜଣାପଡ଼ିଛି । ତେବେ ହଠାତ୍ ଭୁ-କମ୍ପନ ଯୋଗୁଁ ସ୍ଥାନୀୟ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି ।
ମୋଦି ସରକାର ଆସିବା ପରେ ରାଜ୍ୟରେ ଗୃହ କମିଟିକୁ ରେଳ ଅନୁଦାନ ଦାବୀ ପାଇଁ ଦିଲ୍ଲୀ ଯିବାକୁ ପଡ଼ୁନାହିଁ

ଅର୍ଗସ ବ୍ୟୁରୋ : ମୋଦି ସରକାର ଆସିବା ପରେ ଓଡ଼ିଶା ବିଧାନସଭାରୁ ଗୃହ କମିଟିକୁ ରେଳ ଅନୁଦାନ ବଢ଼ାଇବା ଦାବୀ ପାଇଁ ଆଉ ଦିଲ୍ଲୀ ଯିବାକୁ ପଡ଼ୁନାହିଁ ବୋଲି ଗୁରୁବାର ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ର
Download Argus News App
