ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ । ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଲଗାତାର ତାପମାତ୍ରା କମିବାରେ ଲାଗିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ଡିଗ୍ରୀ ତଳେ ୧୦ ସହରର ରାତ୍ରି ତାପାମାତ୍ରା ରହିଛି। । ବଢୁଛି ଶୀତର ପ୍ରକୋପ । ସ୍ୱାଭାବିକ ଠାରୁ ୨ରୁ ୩ ପ୍ରତିଶତ ତାପମାତ୍ରା କମ ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର