ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି ଜଳୀୟବାଷ୍ପ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ, ଚେତାବନୀ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ଦେଓଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ନୟାଗଡ଼ରେ ଘଡଘଡି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି ହୋଇଛି।
ପୁଣି ବଢିବ ଖରା, ହେବ ଗୁଳୁଗୁଳି

ଭୁବନେଶ୍ୱର: କମିଛି ବର୍ଷା, ପୁଣି ବଢିବ ଖରା ଗରମ। ୩ ଦିନ ପର୍ଯ୍ୟନ୍ତ ରହିବ ଖରାର ପ୍ରକୋପ। ଆଗାମୀ 2ରୁ 3 ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନଥିବାରୁ ଦିନ ତାପମାତ୍ରା ବୃଦ୍ଧି ସହ ଉପକୂଳ ଓଡିଶା ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବ।
Download Argus News App
