କାଲି ଅନେକ ସ୍ଥାନରେ ହାଲୁକାରୁ ଧରଣ ବର୍ଷା ସହ ଅତି ପ୍ରବଳ ହେବ। ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବରଗଡ଼, ସୋନପୁର , ବୌଧ,ସମ୍ବଲପୁର ଜିଲ୍ଲାରେ , ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ, କେଉଁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଜିଲ୍ଲାକୁ ସତର୍କ କରଯାଇଛି।
ପରବର୍ତ୍ତୀ ଲଘୁଚାପକୁ ନେଇ ବର୍ତ୍ତମାନ ସୁଦ୍ଧା କିଛି ଆକଳନ କରାଯାଇ ନାହିଁ। ରାଜ୍ୟରେ ୧ ଜୁନରୁ ବର୍ତ୍ତମାନ ସୁଦ୍ଧା ୨୨ ତାରିଖ ପର୍ଯ୍ୟନ୍ତ ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଛି। ମାଲକାନାଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଘଣ୍ଟାରେ ମାଲକାନାଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଞ୍ଚଳରେ ସର୍ବାଧିକ ବର୍ଷା ୧୬୪.୫ ମିଲି ମିଟର ବର୍ଷା ରେକର୍ଡ ହୋଇଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର