ତେବେ ବହୁ ଖୋଜାଖୋଜି ପରେ ଗାଁ ନିକଟସ୍ଥ ଟ୍ରେନ ଲାଇନ ନିକଟରେ ତାଙ୍କ କ୍ଷତ ବିକ୍ଷତ ମୃତ ଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ଏ ନେଇ ପୋଲିସକୁ ଜଣାଇବା ପରେ, ଘଟଣା ସ୍ଥଳରେ ପୋଲିସ ପହଂଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି ।
ଆହୁରି ପଢନ୍ତୁ ଓଡିଶା ଖବର...