ସବୁ ଦିନ ଭଳି ପିରସି ଗାଁ ନିକଟ ଜଙ୍ଗଲକୁ ଗାଈ ଚରାଇବାକୁ ଯାଇଥିବା ବେଳେ ମହୁମାଛି ମାନେ ତାଙ୍କର ମୁହଁ ମୁଣ୍ଡ ଓ କାନ କୁ ଆକ୍ରମଣ କରିଥିଲେ ଯାହା ଦ୍ୱାରା ସେ ଗୁରୁତର ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକେ ଓ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି l ବର୍ତ୍ତମାନ ତାଙ୍କ ଅବସ୍ଥା ଗୁରୁତର ରହିଛି l
ମହୁମାଛି ଆକ୍ରମଣରେ ବୃଦ୍ଧ ଗୁରୁତର
Download Argus News App
