ଅଧିକ ପଢନ୍ତୁ: ଟ୍ରକ ଚାପାରେ ଯୁବକଙ୍କ ମୃତ୍ୟୁ
ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ସଂଗ୍ରାମ ନାମକ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତରଙ୍କୁ ପ୍ରଥମେ ଧାମନଗର ଓ ପରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଗୁରୁତରଙ୍କ ମଧ୍ୟରୁ ଜଣକୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଜଣେ ଭଦ୍ରକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।
ଅଧିକ ପଢନ୍ତୁ :ଅଜଣା ଗାଡି ଧକ୍କାରେ ଜଣେ ସାଇକେଲ ଚାଳକ ମୃତ୍ୟୁ