ଏକ ଯାତ୍ରୀବାହୀ ଡଙ୍ଗା ମହାନଦୀରେ ବୁଡି ଯାଇଛି । ଡଙ୍ଗାରେ ଅନେକ ମହିଳା ଓ ଶିଶୁ ଥିଲେ । ଡଙ୍ଗା ବୁଡିବା ପରେ ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି । ଡଙ୍ଗାରେ ପ୍ରାୟ ୪୦ ଜଣଙ୍କୁ ମତ୍ସ୍ୟଜୀବୀ ଉଦ୍ଧାର କରିଥିବା ସୂଚନା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ମହାନଦୀରେ ବୁଡିଲା ଡଙ୍ଗା। ମହାନଦୀରେ ବୁଡିଲା ଯାତ୍ରୀବାହୀ ଡଙ୍ଗା। ଲଖନପୁର ଶରଧାରୁ ବାଞ୍ଜିପାଲିକୁ ଯାଉଥିଲା ଡଙ୍ଗା। ଡଙ୍ଗାରେ ଯାଉଥିଲେ ୫୦ ଜଣ ଯାତ୍ରୀ। ତେବେ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ୭ ନିଖୋଜ ଥିବା ସୂଚନା।
ଏକ ଯାତ୍ରୀବାହୀ ଡଙ୍ଗା ମହାନଦୀରେ ବୁଡି ଯାଇଛି । ଡଙ୍ଗାରେ ଅନେକ ମହିଳା ଓ ଶିଶୁ ଥିଲେ । ଡଙ୍ଗା ବୁଡିବା ପରେ ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି । ଡଙ୍ଗାରେ ପ୍ରାୟ ୪୦ ଜଣଙ୍କୁ ମତ୍ସ୍ୟଜୀବୀ ଉଦ୍ଧାର କରିଥିବା ସୂଚନା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଚୀନର ଆଉ ଏକ ବଡ ଚନ୍ଦ୍ର ମିଶନ । ଚୀନ୍ ନିଜର ମହାକାଶଯାନକୁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବକୁ ପଠାଇବାକୁ ଯାଉଛି। ସେଠାରୁ ନମୁନା ସଂଗ୍ରହ କରିବା ପରେ ଏହି ମହାକାଶଯାନ ପୃଥିବୀକୁ ଫେରି ଆସିବ। ଏହି ମିଶନର ନାଁ ରଖାଯାଇଛି ଚାଙ୍ଗ୍ -6 । ଏହି ଯାନ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବ ଅର୍ଥାତ୍ ପୃଥିବୀ ଠାରୁ ସବୁଠାରୁ ଦୂରରେ ଥିବା ଚନ୍ଦ୍ରପୃଷ୍ଠର ଭୌଗୋଳିକ ସ୍ଥିତି ଅନୁଧ୍ୟାନ କରିବ । ଏଥିସହ ସେଠାରୁ ବାଲି, ପଥର, ମାଟିର ନମୁନା ସଂଗ୍ରହ କରି ପୃଥିବୀ ପୃଷ୍ଠକୁ ଫେରିବ।
ପୂର୍ବରୁ ବିଭିନ୍ନ ଦେଶ ପକ୍ଷରୁ ଚନ୍ଦ୍ର ପୃଷ୍ଠରୁ ନମୁନା ସଂଗ୍ରହ କରାଯାଇଛି । କିନ୍ତୁ ଚୀନ ପକ୍ଷରୁ ପ୍ରଥମ ଥର ପାଇଁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବରୁ ନମୁନା ସଂଗ୍ରହ କରିବାକୁ ମିଶନ କରାଯାଇଛି।
ଅଧିକ ପଢ଼ନ୍ତୁ ବିଦେଶ ଖବର