ମିଳିଥିବା ସୂଚନା ଅନୁସାରେ, ମୁରଲୀ ସେଠି ତାଙ୍କ ବଡ଼ ବାହାଘରେ ଯୋଗଦେବାକୁ ତାଳବାହାଲ ଗ୍ରାମକୁ ଆସିଥିଲେ । କୌଣସି କାମରେ ସେ ବୌଦ୍ଧକୁ ଯାଇ ଫେରୁଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ । ବୌଦ୍ଧ ପୋଲିସ ଘଟଣାସ୍ଥଳରେ ପହଂଚି ମୁରଳୀଙ୍କ ଶବ ଜବତ କରିବା ସହ କାରକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।
କାର-ବାଇକ ମୁହାଁ ମୁହିଁ ଧକ୍କା, ଜଣେ ମୃତ

ବୌଦ୍ଧ: ବୌଦ୍ଧ ଥାନା ଅନ୍ତର୍ଗତ ବାମଣ୍ଡା ପୋଲ ଉପରେ କାର ବାଇକ ମୁହାଁ ମୁହିଁ ଧକ୍କା । ଫଳରେ ବାଇକ ଆରୋହିଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ କାର ଚାଳକ ଫେରାର ଥିବା ଜଣାପଡ଼ିଛି । ମୃତକ ଜଣକ ହରିଡାପାଲି ଗ୍ରାମର ମୁରଲୀ ସେଠି ବୋଲି ଜଣାପଡିଛି ।
ସ୍ପୋଟ୍ସ କମ୍ପ୍ଲେକ୍ସ ସହ ଅଡ଼ିଟୋରିୟମ୍ ଏବଂ ମୁକ୍ତାକାଶ ଆମ୍ପି ଥିଏଟର୍ ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଅର୍ଗସ ବ୍ୟୁରୋ : ହାଇଦ୍ରାବାଦର ଇଂଲିଶ ଆଣ୍ଡ୍ ଫରେନ୍ ଲାଙ୍ଗୁଏଜସ ୟୂନିଭର୍ସିଟିରେ ଏକ ସ୍ପୋଟ୍ସ କମ୍ପ୍ଲେକ୍ସ ସହ ଅଡ଼ିଟୋରିୟମ୍ ଏବଂ ମୁକ୍ତାକାଶ ଆମ୍ପି ଥିଏଟର୍ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସହିତ କେନ୍ଦ୍ରମନ୍ତ୍ରୀଙ୍କ ଦ୍ବାରା ସେହି ୟୂନିଭର୍ସିଟିରେ ଓପନ୍ ଲର୍ଣ୍ଣିଂ ରିସୋର୍ସ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରାଯାଇଛି
Download Argus News App
