ପରେ କାଶୀନଗର ଥାନାରେ ସୂଚନା ଦେଇଥିଲେ, ସୂଚନା ପାଇଁ ଥାନା ଅଧିକାରୀ ସୁଶାନ୍ତ ସାହୁ ସେମାନଙ୍କୁ କାଶୀନଗର ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସିତ ବେଳେ ଜଣେ ବ୍ୟକ୍ତି ମୃତ୍ୟୁ ହୋଇଥିବା ବେଳେ, ଜଣେ ଗୁରୁତର ହୋଇଥିବାରୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି। କାଶୀନଗର ଥାନାରେ କେସ ନଂ ୧୪୮/୨୨ ରେ ମାମଲା ରୁଜୁ କରି ତଦନ୍ତ କରୁଥିବା ଥାନା ଅଧିକାରୀ ଶ୍ରୀ ସାହୁ ସୂଚନା ଦେଇଛନ୍ତି।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।