ଅଧିକ ପଢନ୍ତୁ: ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ
ଏହି ସମୟରେ ଗୌରଚନ୍ଦ୍ରପୁର ଛକରେ ଏକ ଆଇଚର ଟ୍ରକ୍ ପିକ୍ ଅପ୍ ଭ୍ୟାନକୁ ପଛ ପଟୁ ଧକ୍କା ଦେଇଥିଲା । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି।ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସା ଚାଲିଛି।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ